ଅଗ୍ନିକାଣ୍ଡରେ ଜଳିଗଲା ୩ବଖରା ଘର ।

ଅାଠମଲ୍ଲିକ(IYA NEWS:25/03/2020):
ଅନୁଗୋଳ ଜିଲ୍ଲ‍ା ଆଠମଲ୍ଲିକ ବ୍ଲକ ବାସୁଦେବପୁର ପଞ୍ଚାୟତ ନକଟିଦେଉଳ ଗ୍ରାମରେ ଅାଜି ଅଗ୍ନିକାଣ୍ଡ ଘଟିଛି।ସୂଚନାନୁସାରେ ଗ୍ରାମର ରାଜନ ପେରେକଙ୍କ ଦୁଇ ବଖରା ଏବଂ ମୁରଲୀ ପେରେକଙ୍କ ଏକ ବଖରା ଘର ଜଳିଯାଇଛି। ଖବର ପାଇ ଆଠମଲ୍ଲିକ ଅଗ୍ନିଶମ କର୍ମଚାରୀ ଦୁଇଟି ଅଗ୍ନିଶମ ଗାଡ଼ିରେ ଆସି ନିଆଁକୁ ଆୟତ୍ତ କରିଥିଲେ। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ। ଘଟଣାସ୍ଥଳରେ ରାଜସ୍ବ ନିରୀକ୍ଷକ ପହଞ୍ଚିି ନ ଥିବାରୁ କ୍ଷୟକ୍ଷତି ଆକଳନ ହୋଇପାରିନାହିଁ, ଅାଠମଲ୍ଲିକ ତହସିଲଦାର  କ୍ଷୟକ୍ଷତି ଅାକଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି ସୂଚନା ମିଳିଛି ।
 *IYA NEWS ( VISIT US :- www.iyanews.com ) / ( LIKE US :- www.facebook.com/iya)*
ଅଗ୍ରଣୀ ୱେବ ନ୍ୟୁଜ IYA NEWSର ଖବର ଖୁବଶୀଘ୍ର ପଢିବାକୁ ଏହି ଲିଙ୍କ ଉପରେ କ୍ଲିକ କରି ଜଏନ ହୁଅନ୍ତୁ ।
ବିଦ୍ର : ଯେଉଁ ପାଠକ ପାଠିକା ମାନେ IYA NEWS READER -1 ରେ ଅଛନ୍ତି ସେମାନେ ଜଏନ କରନ୍ତୁ ନାହିଁ ।
https://chat.whatsapp.com/IfiL7zjJYZ3DNtSZGPwzg3

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।