କରୋନା କଟକଣାରେ ସାମାଜିକ ଦୂରତା: ଅନ୍ତୁଳିଅା ପଞ୍ଚାୟତରେ ଘରକୁ ଘର ବଣ୍ଟା ଯାଉଛି ଭତ୍ତା ।

 ଅନୁଗୋଳ(IYA NEWS:28/03/2020):

କରୋନା କଟକଣା ଯୋଗୁଁ ସାରା ଓଡିଶା ଲକ୍‌ଡାଉନ୍‌ କରାଯାଇଛି।ଏହି ଭାଇରସକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତା ରକ୍ଷା କରିବାକୁ ସଚେତନତା ସୃଷ୍ଟି କରାଯାଉଛି। ତେଣୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ସାମାଜିକ ସୁରକ୍ଷା ଯୋଜନାରେ ଆଗୁଆ ୪ମାସର ଭତ୍ତା ବଣ୍ଟନ ଚାଲିଛି। ଏହିକ୍ରମରେ ଅନୁଗୋଳ ଜିଲ୍ଲା ଅନୁଗୋଳ ବ୍ଲକ ଅନ୍ତର୍ଗତ ଅନ୍ତୁଳିଅା ପଞ୍ଚାୟତର ବିଭିନ୍ନ ଗାଁର ହିତାଧିକାରୀଙ୍କୁ ଭେଟି ଅାଜି ବିଭାଗୀୟ କର୍ମଚାରୀମାନେ ଭତ୍ତା ବଣ୍ଟନ କରିଛନ୍ତି।ଏହି ଭତ୍ତା ବଣ୍ଟନରେ ସ୍ଥାନୀୟ ପୂର୍ବତନ ସରପଞ୍ଚ ତଥା ବର୍ତ୍ତମାନର ସମିତିସଭ୍ୟ ସଂଜୀବ କିଶୋର ସ୍ୱାଇଁ ଉପସ୍ଥିତ ଥିଲେ।
*IYA NEWS ( VISIT US :- www.iyanews.com ) / ( LIKE US :- www.facebook.com/iya)*
ଅଗ୍ରଣୀ ୱେବ ନ୍ୟୁଜ IYA NEWSର ଖବର ଖୁବଶୀଘ୍ର ପଢିବାକୁ ଏହି ଲିଙ୍କ ଉପରେ କ୍ଲିକ କରି ଜଏନ ହୁଅନ୍ତୁ ।
ବିଦ୍ର : ଯେଉଁ ପାଠକ ପାଠିକା ମାନେ IYA NEWS READER -1 ରେ ଅଛନ୍ତି ସେମାନେ ଜଏନ କରନ୍ତୁ ନାହିଁ ।
https://chat.whatsapp.com/IfiL7zjJYZ3DNtSZGPwzg3

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।