କରୋନା ପରିଚାଳନା ନିମନ୍ତେ ଜିଲ୍ଲାରେ ନିଯୁକ୍ତି ସୁଯୋଗ ।

ଅନୁଗୋଳ(IYA NEWS:26/03/2020):
ଅନୁଗୋଳ ଜିଲ୍ଲା ପାଇଁ COVID-19 (କରୋନା)ର ପରିଚାଳନା ନିମନ୍ତେ ଷ୍ଟାଫନର୍ସ,ଫାର୍ମାସିଷ୍ଟ,ସ୍ୱାସ୍ଥ୍ୟ କର୍ମୀ (ପୁରୁଷ ଓ ମହିଳା),ରେଡ଼ିଓ ଗ୍ରାଫର,ଲାବ୍ରୋଟୋରୀ ଟେକ୍ନିସିଆନ ପଦବୀ ପାଇଁ ଆବେଦନ ପତ୍ର ଆହ୍ୱାନ କରାଯାଇଛି। ଇଛୁକ ପ୍ରାର୍ଥୀ ନିଯୁକ୍ତି ସାକ୍ଷାତକାର (walk-in-interview)ପାଇଁ ତା ୩୦/୩/୨୦୨୦ ଦିନ ସକାଳ ୧୧ ଘଟିକାରୁ ୪ ଘଟିକା ପର୍ଯ୍ୟନ୍ତ CDM & PHO ଙ୍କ କାର୍ଯ୍ୟାଳୟ ରେ ଉପସ୍ଥିତ ରହିବାକୁ ଜଣାଇ ଦିଆଯାଇଛି ।ଆବେଦନ କରିବା ନିମନ୍ତେ cdmoang@gmail.comରେ ଯୋଗାଯୋଗ କରିବା ସହ ଆବେଦନପତ୍ର ର ଫର୍ମାଟ ପାଇବା ପାଇଁ 9437069194 ଓ 7008271298 ମୋବାଇଲ ନଂ ରେ ଯୋଗାଯୋଗ କରନ୍ତୁ।
 *IYA NEWS ( VISIT US :- www.iyanews.com ) / ( LIKE US :- www.facebook.com/iya)*
ଅଗ୍ରଣୀ ୱେବ ନ୍ୟୁଜ IYA NEWSର ଖବର ଖୁବଶୀଘ୍ର ପଢିବାକୁ ଏହି ଲିଙ୍କ ଉପରେ କ୍ଲିକ କରି ଜଏନ ହୁଅନ୍ତୁ ।
ବିଦ୍ର : ଯେଉଁ ପାଠକ ପାଠିକା ମାନେ IYA NEWS READER -1 ରେ ଅଛନ୍ତି ସେମାନେ ଜଏନ କରନ୍ତୁ ନାହିଁ ।
https://chat.whatsapp.com/IfiL7zjJYZ3DNtSZGPwzg3

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।