ଭାଲୁ ଅାକ୍ରମଣରେ ଯୁବକ ଗୁରୁତର ।

ଅନୁଗୋଳ(IYA NEWS:30/03/2020):
ଅନୁଗୋଳ ଜିଲ୍ଲା ପୁରୁଣାକୋଟ ଥାନା କରତପଟା ବିଟ କରଡ଼ାଶିଙ୍ଗ ଗ୍ରାମରେ ଅାଜି ସକାଳେ ଭାଲୁ ଆକ୍ରମଣରେ ଜିତୁ ଦେହୁରୀ (୨୫) ଗୁରୁତର ହୋଇଛନ୍ତି। ଗ୍ରାମବାସୀ ତାଙ୍କୁ ଉଦ୍ଧାର କରି ବନ ବିଭାଗ ଜରିଆରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଛନ୍ତି। ଜିତୁଙ୍କ ମୁଣ୍ଡ, ବେକ, ଛାତିରେ ଗଭୀର ଆଘାତ ଲାଗିଛି ।ସୂଚନାନୁସାରେ ସକାଳ ପ୍ରାୟ ସାଢେ ୭ଟା ସମୟରେ ତାଙ୍କ ଗଛରୁ ମହୁଲ ଗୋଟାଇବା ପାଇଁ ଯାଇଥିବା ବେଳେ ଭାଲୁ ହାବୁଡ଼ରେ ପଡିଯାଇଥିଲେ।
 *IYA NEWS ( VISIT US :- www.iyanews.com ) / ( LIKE US :- www.facebook.com/iya)*
ଅଗ୍ରଣୀ ୱେବ ନ୍ୟୁଜ IYA NEWSର ଖବର ଖୁବଶୀଘ୍ର ପଢିବାକୁ ଏହି ଲିଙ୍କ ଉପରେ କ୍ଲିକ କରି ଜଏନ ହୁଅନ୍ତୁ ।
ବିଦ୍ର : ଯେଉଁ ପାଠକ ପାଠିକା ମାନେ IYA NEWS READER -1 ରେ ଅଛନ୍ତି ସେମାନେ ଜଏନ କରନ୍ତୁ ନାହିଁ ।
https://chat.whatsapp.com/IfiL7zjJYZ3DNtSZGPwzg3

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।