ନିଖୋଜ ବ୍ୟକ୍ତିଙ୍କ ଶବ ଉଦ୍ଧାର ।

ଅନୁଗୋଳ(IYA NEWS:25/03/2020):
ଅନୁଗୋଳ ଜିଲ୍ଲା ପୁରୁଣାକୋଟ ଥାନା ଅନ୍ତୁଳିଅା ପଞ୍ଚାୟତ ଲକ୍ଷ୍ମଣପୁର ନିବାସୀ ରାମଚନ୍ଦ୍ର ପ୍ରଧାନ(୮୦)ଙ୍କର ଗାଁ ପାଖ ମାଙ୍କଡ଼ଖାଇ ନାଳରୁ ଶବ ଉଦ୍ଧାରଚକରାଯାଇଛି। ସେ ଗତ ୧୯ ତାରିଖ ଘୂର୍ଣ୍ଣିଝଡ ଠାରୁ ନିଖୋଜ ଥିଲେ।ଵରାମଚନ୍ଦ୍ର ମାଙ୍କଡ଼ଖାଇ ନାଳ ପାଖରେ ଥିବା ଆମ୍ବ ବିଗିଚାକୁ ବୁଲିବାକୁ ଯାଇ ଆଉ ଘରକୁ ଫେରି ନଥିଲେ । ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ ହେଁ ତାଙ୍କ ସନ୍ଧାନ ମିଳିନଥିଲା।ଗତକାଲି ତାଙ୍କ ଶବ ନାଳରେ ଭାସୁଥିବା ଦେଖିବାକୁ ମିଳିଥିଲା।
 *IYA NEWS ( VISIT US :- www.iyanews.com ) / ( LIKE US :- www.facebook.com/iya)*
ଅଗ୍ରଣୀ ୱେବ ନ୍ୟୁଜ IYA NEWSର ଖବର ଖୁବଶୀଘ୍ର ପଢିବାକୁ ଏହି ଲିଙ୍କ ଉପରେ କ୍ଲିକ କରି ଜଏନ ହୁଅନ୍ତୁ ।
ବିଦ୍ର : ଯେଉଁ ପାଠକ ପାଠିକା ମାନେ IYA NEWS READER -1 ରେ ଅଛନ୍ତି ସେମାନେ ଜଏନ କରନ୍ତୁ ନାହିଁ ।
https://chat.whatsapp.com/IfiL7zjJYZ3DNtSZGPwzg3

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।