କରୋନା ମୁକାବିଲା ପାଇଁ ପେନସନ ଦରମା ଦାନ କଲେ ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା ।

ଅନୁଗୋଳ(IYA NEWS:26/03/2020):
କରୋନା ଭାଇରସ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ମାସକର ପେନସନ ଦାନ କରିଛନ୍ତି ଅନୁଗୋଳ ଜିଲା ଛେଣ୍ଡିପଦାର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା। ସେ ପେନସନ ବାବଦ ୩୦ ହଜାର ଟଙ୍କାର ଚେକ୍‌ ବୁଧବାର ଜିଲାପାଳଙ୍କ ଉଦ୍ଦେଶ୍ୟରେ ବିଡିଓ ସୁନୀଲ କେରକେଟାଙ୍କୁ ପ୍ରଦାନ କରିଛନ୍ତି।ବିଧାୟକ ବେହେରା କହିଛନ୍ତି କରୋନା କୁ ମୁକାବିଲା କରିବା ପାଇଁ ହେଲେ ସରକାରଙ୍କ ନିର୍ଦ୍ଦେଶକୁ ମାନି ଚଳିବା ।
 *IYA NEWS ( VISIT US :- www.iyanews.com ) / ( LIKE US :- www.facebook.com/iya)*
ଅଗ୍ରଣୀ ୱେବ ନ୍ୟୁଜ IYA NEWSର ଖବର ଖୁବଶୀଘ୍ର ପଢିବାକୁ ଏହି ଲିଙ୍କ ଉପରେ କ୍ଲିକ କରି ଜଏନ ହୁଅନ୍ତୁ ।
ବିଦ୍ର : ଯେଉଁ ପାଠକ ପାଠିକା ମାନେ IYA NEWS READER -1 ରେ ଅଛନ୍ତି ସେମାନେ ଜଏନ କରନ୍ତୁ ନାହିଁ ।
https://chat.whatsapp.com/IfiL7zjJYZ3DNtSZGPwzg3

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।