ଲକଡାଉନକୁ ନମାନି ୨ଗିରଫ ।

ଅାଠମଲ୍ଲିକ(IYA NEWS:30/03/2020):
କରୋନା ପାଇଁ ୨୧ ଦିନ ସାରା ଦେଶରେ ଲକଡାଉନ ଜାରି କରିଥିବାବେଳେ ଏହି କଟକଣା ନ ମାନି ଅାଜି ୨ ଜଣ ଗିରଫ ହୋଇଛନ୍ତି। ସେମାନେ ହେଲେ ଅନୁଗୋଳ ଜିଲ୍ଲା ଠାକୁରଗଡ଼ ଥାନା ତାଳମଳିହା ଗ୍ରାମର ବଲୁସନ ସାହୁ ଓ ହଣ୍ଡପା ଥାନା ଗତିକୃଷ୍ଣପୁର ଗ୍ରାମର ଦୀପକ ପ୍ରଧାନ ।ସୂଚନାନୁସାରେ, ଗିରଫ ଦୁଇ ଜଣ ସରିଗିପାଲି ଛକଠାରେ କୌଣସି କାମ ନ ଥାଇ ବାହାରକୁ ଆସିବା ସହ ଅନ୍ୟ ଲୋକଙ୍କୁ ଡାକି ବିଶୃଙ୍ଖଳା ସୃଷ୍ଟି କରୁଥିଲେ। ପୋଲିସ ପାଟ୍ରୋଲିଂବେଳେ ସେମାନଙ୍କୁ ଗିରଫ କରିଥିଲେ।
 *IYA NEWS ( VISIT US :- www.iyanews.com ) / ( LIKE US :- www.facebook.com/iya)*
ଅଗ୍ରଣୀ ୱେବ ନ୍ୟୁଜ IYA NEWSର ଖବର ଖୁବଶୀଘ୍ର ପଢିବାକୁ ଏହି ଲିଙ୍କ ଉପରେ କ୍ଲିକ କରି ଜଏନ ହୁଅନ୍ତୁ ।
ବିଦ୍ର : ଯେଉଁ ପାଠକ ପାଠିକା ମାନେ IYA NEWS READER -1 ରେ ଅଛନ୍ତି ସେମାନେ ଜଏନ କରନ୍ତୁ ନାହିଁ ।
https://chat.whatsapp.com/IfiL7zjJYZ3DNtSZGPwzg3

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।