ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ,ଶିକ୍ଷକଙ୍କୁ ଗିରଫ ପରେ କୋର୍ଟଚାଲାଣ ।

ଅାଠମଲ୍ଲିକ(IYA NEWS:28/03/2020):
ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଅଞ୍ଚଳର ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୋଲିସ ଅାଜି ଚେରଖଣ୍ଡି ଗ୍ରାମର ଶିକ୍ଷକ ମାନସ ରଞ୍ଜନ ନାୟକଙ୍କୁ ଗିରଫ କରିଛି । ଏ ସଂକ୍ରାନ୍ତରେ ନଂ. ୩୩/୨୦ରେ ମାମଲା ରୁଜୁ କରାଯାଇ ତାଙ୍କୁ କୋର୍ଟଚାଲାଣ କରାଯାଇଛି । ପୋଲିସ କହିଛି, ମାନସ ସମ୍ପୃକ୍ତା ଛାତ୍ରୀଙ୍କୁ ଟିଉସନ କରନ୍ତି । ଏକ ସ୍କୁଲ କୋଠରିରେ ଛାତ୍ରୀଙ୍କୁ ସେ ଅସଦାଚରଣ କରିବା ସହ ଏ ସମ୍ପର୍କରେ କାହାରିକୁ କହିଲେ ହତ୍ୟା ଧମକ ଦେଇଥିବା ନେଇ ପରିବାର ଲୋକେ ଅଭିଯୋଗରେ ଦର୍ଶାଇଛନ୍ତି।
 *IYA NEWS ( VISIT US :- www.iyanews.com ) / ( LIKE US :- www.facebook.com/iya)*
ଅଗ୍ରଣୀ ୱେବ ନ୍ୟୁଜ IYA NEWSର ଖବର ଖୁବଶୀଘ୍ର ପଢିବାକୁ ଏହି ଲିଙ୍କ ଉପରେ କ୍ଲିକ କରି ଜଏନ ହୁଅନ୍ତୁ ।
ବିଦ୍ର : ଯେଉଁ ପାଠକ ପାଠିକା ମାନେ IYA NEWS READER -1 ରେ ଅଛନ୍ତି ସେମାନେ ଜଏନ କରନ୍ତୁ ନାହିଁ ।
https://chat.whatsapp.com/IfiL7zjJYZ3DNtSZGPwzg3

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।