ଘର ଘର ବୁଲି ଛାତ୍ର ଛାତ୍ରୀଙ୍କୁ ପୁସ୍ତକ ବଣ୍ଟନ ।
ଅାଠମଲ୍ଲିକ(IYA NEWS:24/04/2020):
କିଶୋରନଗର ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ବରିଷ୍ଠ ଶିକ୍ଷକ ସନ୍ତୋଷ କୁମାର ପ୍ରଧାନଙ୍କ ନେତୃତ୍ୱରେ ଶିକ୍ଷକ ସଂଗ୍ରାମ କେଶରୀ ପୃଷ୍ଟି ଓ ଶୁଭ୍ରଜିତ ବେହେରା ଘର ଘର ବୁଲି ସପ୍ତମ ଓ ଅଷ୍ଟମ ଶ୍ରେଣୀ ପାଠ୍ୟ ପୁସ୍ତକ ବଣ୍ଟନ କରିଛନ୍ତି। ସାରା ରାଜ୍ୟରେ କରୋନା ପାଇଁ ରାଜ୍ୟ ସରକାର ଜୁନମାସ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଥିବା ବେଳେ ଛାତ୍ରଛାତ୍ରୀ ମାନଙ୍କୁ ଏହି ପୁସ୍ତକ ଯୋଗାଇ ଦେଇଥିବାରୁ ଲକ ଡାଉନ୍ ସମୟରେ ପିଲାମାନେ ଘରେ ପାଠ ପଢି ପାରିବେ ବୋଲି ଶିକ୍ଷକ ସଂଗ୍ରାମ କେଶରୀ ପୃଷ୍ଟି ପ୍ରକାଶ କରିଛନ୍ତି।
*IYA NEWS ( VISIT US :- www.iyanews.com ) / ( LIKE US :- www.facebook.com/iya)*
ଅଗ୍ରଣୀ ୱେବ ନ୍ୟୁଜ IYA NEWSର ଖବର ଖୁବଶୀଘ୍ର ପଢିବାକୁ ଏହି ଲିଙ୍କ ଉପରେ କ୍ଲିକ କରି ଜଏନ ହୁଅନ୍ତୁ ।
ବିଦ୍ର : ଯେଉଁ ପାଠକ ପାଠିକା ମାନେ IYA NEWS READER -1 ରେ ଅଛନ୍ତି ସେମାନେ ଜଏନ କରନ୍ତୁ ନାହିଁ ।
https://chat.whatsapp.com/IfiL7zjJYZ3DNtSZGPwzg35
Comments
Post a Comment