କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇଲେ ଅନୁଗୋଳ ସରକାରୀ ଉଚ୍ଚ ବିଦ୍ୟାଳୟ ଶିକ୍ଷକ,ଶିକ୍ଷୟିତ୍ରୀ ।

ଅନୁଗୋଳ(IYA NEWS:30/05/2020):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧକ୍ରମେ ଅାଜି ଅପରାହ୍ନରେ ଅନୁଗୋଳ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମଧୁସ୍ମିତା ନନ୍ଦଙ୍କ ସହ ବିଦ୍ୟାଳୟର ଶିକ୍ଷକ,ଶିକ୍ଷୟିତ୍ରୀ ସାମିଲ ହୋଇ କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରିଥିଲେ।

*IYA NEWS ( VISIT US :- www.iyanews.com ) / ( LIKE US :- www.facebook.com/iya)*
ଅଗ୍ରଣୀ ୱେବ ନ୍ୟୁଜ IYA NEWSର ଖବର ଖୁବଶୀଘ୍ର ପଢିବାକୁ ଏହି ଲିଙ୍କ ଉପରେ କ୍ଲିକ କରି ଜଏନ ହୁଅନ୍ତୁ ।
ବିଦ୍ର : ଯେଉଁ ପାଠକ ପାଠିକା ମାନେ IYA NEWS READER -1 ରେ ଅଛନ୍ତି ସେମାନେ ଜଏନ କରନ୍ତୁ ନାହିଁ ।
https://chat.whatsapp.com/IfiL7zjJYZ3DNtSZGPwzg35

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।