ଅନୁଗୋଳ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ପଥଚାରି ଓ ଗାଡି ଚାଳକ ମାନଙ୍କୁ ପାନୀୟ ଜଳ ଓ ରନ୍ଧା ଖାଦ୍ୟ ବଣ୍ଟନ

ଅନୁଗୋଳ (IYA NEWS : ୩୧/୦୫/୨୦୨୦)
ଅନୁଗୋଳ ଜିଲ୍ଲା କଂଗ୍ରେସ କମିଟି ସଭାପତି ବିପ୍ଳବ ଜେନାଙ୍କ ନେତୃତ୍ୱରେ ୫୫ନଂ ଜାତୀୟ ରାଜପଥ ବଅଁରପାଳ ଛକ ଠାରେ ଜିଲ୍ଲା ତଥା ବାହାର ରାଜ୍ୟ ରୁ ଆସୁଥିବା ଭୋକିଲା, ଅସହାୟ ପଥଚାରି ମାନଙ୍କୁ ଥଣ୍ଡା ପାନୀୟ ଜଳ ଓ ରନ୍ଧା ଖାଦ୍ୟ ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅନୁଗୋଳ ଜିଲ୍ଲା କଂଗ୍ରେସ କମିଟି ସଭାପତି ବିପ୍ଳବ ଜେନାଙ୍କ ଜିଲ୍ଲା କଂଗ୍ରେସ କମିଟିର ସଦସ୍ୟ, ଯୁବ କଂଗ୍ରେସ କମିଟିର ସଦସ୍ୟ ଓ ଛାତ୍ର କଂଗ୍ରେସ କମିଟିର ସଦସ୍ୟ, ଟାଉନ୍ କଂଗ୍ରେସ, ଓବିସି ସେଲ ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ।
ଡହ ଡହ ଖରା ରେ ଏହିଭଳି ମହତ କାର୍ଯ୍ୟକୁ ବୁଦ୍ଧିଜୀବୀ ପ୍ରସଂଶା କରିବା ସହ ସାଧୁବାଦ ଜଣାଇଥିଲେ।
REPORT BY : SAMIR SAHOO (IYA NEWS)
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।