ଜିଲ୍ଲାରୁ ପୁଣି ୨କରୋନ‍ା ଅାକ୍ରାନ୍ତ ସୁସ୍ଥ ।

ଅନୁଗୋଳ(IYA NEWS:31/05/2020):
ଜିଲ୍ଲାରୁ ଅାଜି ପୁଣି ୨ କରୋନା ଅାକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ଟ୍ୱିଟ କରି ଏହି ସୂଚନା ଦିଆ ଯାଇଛି । ପୂର୍ବରୁ ଜିଲ୍ଲାରେ ୧୫ ଜଣ ସୁସ୍ଥ ହୋଇଥିବା ବେଳେ ଏବେ ୨ ଜଣଙ୍କୁ ମିଶାଇ ୧୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇ କୋଭିଡ଼ ହସପିଟାଲରୁ ଫେରିଥିବା ଏହି ଆକ୍ରାନ୍ତ ମାନେ ଏବେ ହୋମ କ୍ବାରେଣ୍ଟାଇନରେ ରହିବେ । ୧୭ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରିବା ପରେ ଜିଲ୍ଲାରେ ଆଉ ୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।