କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇଲେ ସ୍ୱୟଂସହାୟକ ମହିଳା ।

ଅାଠମଲ୍ଲିକ(IYA NEWS:30/05/2020):
ଅନୁଗୋଳ ଜିଲ୍ଲା ନାକଚି ଗ୍ରାମପଞ୍ଚାୟତର ଖାଲପାଳ ଗ୍ରାମରେ ସ୍ୱୟଂ ସହାୟକ ଗୋଷ୍ଠୀ ମହିଳା ମାନେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ କୁ ଆମର କରୋନା ଯୋଦ୍ଧାଙ୍କ ପାଇଁ ସଙ୍ଗୀତ ଗାନ କରିଲେ।କାର୍ଯ୍ୟକ୍ରମ ବେଳେ ନାକଚିର ଏମ.ବି.କେ ସରୋଜିନୀ ପ୍ରଧାନ,ଜି.ଅାର.ଏସ ନବକିଶୋର ସାହୁଙ୍କ ସହ ବହୁ ମହିଳା ଉପସ୍ଥିତ ଥିଲେ।                *IYA NEWS ( VISIT US :- www.iyanews.com ) / ( LIKE US :- www.facebook.com/iya)*
ଅଗ୍ରଣୀ ୱେବ ନ୍ୟୁଜ IYA NEWSର ଖବର ଖୁବଶୀଘ୍ର ପଢିବାକୁ ଏହି ଲିଙ୍କ ଉପରେ କ୍ଲିକ କରି ଜଏନ ହୁଅନ୍ତୁ ।
ବିଦ୍ର : ଯେଉଁ ପାଠକ ପାଠିକା ମାନେ IYA NEWS READER -1 ରେ ଅଛନ୍ତି ସେମାନେ ଜଏନ କରନ୍ତୁ ନାହିଁ ।
https://chat.whatsapp.com/IfiL7zjJYZ3DNtSZGPwzg35

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।