କରୋନା ପାଇଁ ମୁଖ୍ୟମନ୍ତ୍ରୀ ରିଲଫ ଫଣ୍ଡକୁ ଦାନ କଲେ ବ୍ଲକ ଅଧ୍ୟକ୍ଷା।
ଅାଠମଲ୍ଲିକ(IYA NEWS:24/05/2020) :
କରୋନା ମୁକାବିଲା ପାଇଁ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ଅନୁଗୋଳ ଜିଲ୍ଲା ଅାଠମଲ୍ଲିକ ବ୍ଲକ ଅଧ୍ୟକ୍ଷାଙ୍କ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି।ଅଧ୍ୟକ୍ଷା ମିନାକ୍ଷୀ ଦଳେଇ ଅାଜି ଅାଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏଙ୍କ ଜରିଅାରେ ୧୦ହଜାର ୧ ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ପ୍ରଦାନ କରିଛନ୍ତି।କରୋନା କୁ ମୁକାବିଲା କରିବା ପାଇଁ ହେଲେ ସରକାରଙ୍କ ନିର୍ଦ୍ଦେଶକୁ ମାନି ଚଳିବା । ଘରେ ରହିବା ଓ ନିଜକୁ ସୁରକ୍ଷିତ ରଖିବା ସହ ସାମାଜିକ ଦୂରତା ରକ୍ଷାକରିବାକୁ ଅଧ୍ୟକ୍ଷା କହିଛନ୍ତି ।
*IYA NEWS ( VISIT US :- www.iyanews.com ) / ( LIKE US :- www.facebook.com/iya)*
ଅଗ୍ରଣୀ ୱେବ ନ୍ୟୁଜ IYA NEWSର ଖବର ଖୁବଶୀଘ୍ର ପଢିବାକୁ ଏହି ଲିଙ୍କ ଉପରେ କ୍ଲିକ କରି ଜଏନ ହୁଅନ୍ତୁ ।
ବିଦ୍ର : ଯେଉଁ ପାଠକ ପାଠିକା ମାନେ IYA NEWS READER -1 ରେ ଅଛନ୍ତି ସେମାନେ ଜଏନ କରନ୍ତୁ ନାହିଁ ।
https://chat.whatsapp.com/IfiL7zjJYZ3DNtSZGPwzg35
Comments
Post a Comment