କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇଲେ ବନବିଭାଗ କର୍ମଚାରୀ ।

ଅନୁଗୋଳ(IYA NEWS:30/05/2020):
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଅନୁଗୋଳ ଜିଲ୍ଲା ଫରେଷ୍ଟ ରେଂଜ କାର୍ଯ୍ୟଳୟରେ କୋଭିଡ ଯୋଦ୍ଧା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସଙ୍କୁ ସମ୍ମାନ ନେଇ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରେଂଜ ଅଫିସର ସତ୍ୟବ୍ରତ ପ୍ରଧାନ ସାମିଲ ହେବା ସହ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।
Report By :- Bhaktiprasad Pradhan
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।