କରୋନା ଯୋଦ୍ଧାଙ୍କ ସମ୍ମାନରେ ଅନୁଗୋଳ ବ୍ଲକ କର୍ମଚାରୀ ଗାଇଲେ ‘ବନ୍ଦେ ଉତ୍କଳ ଜନନୀ’

ଅନୁଗୋଳ(IYA NEWS:30/05/2020):କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ତଥା ଅନୁରୋଧ କ୍ରମେ ଅାଜି ଅପରାହ୍ନ ୫.୩୦ ଘଟିକାରେ ବିଭିନ୍ନ କାର୍ଯ୍ୟାଳୟ ଓ ଘରେ ‘ବନ୍ଦେ ଉତ୍କଳ ଜନନୀ‌’ ଗାନ କରାଯାଇଛି। ଏହିକ୍ରମରେ ଅନୁଗୋଳ ବ୍ଲକ କାର୍ଯ୍ୟାଳୟରେ ବିଡିଓ ଅଂଶୁମାନ ଶତପଥୀଙ୍କ ଉପସ୍ଥିତିରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇ କରୋନା ଯୋଦ୍ଧାମାନଙ୍କୁ ସମ୍ମାନ ପ୍ରଦର୍ଶନ କରାଯାଇଛି।ଏହି କାର୍ଯ୍ୟକ୍ରମରେ ବ୍ଲକର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।

Report By :- Bhaktiprasad Pradhan
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।