ପୁଣି ଜଣେ କରୋନା ଅାକ୍ରାନ୍ତ ଚିହ୍ନଟ : ସମୁଦାୟ ୨୬ ।

ଅନୁଗୋଳ(IYA NEWS:26/05/2020):
ଅାଜି ରାଜ୍ୟରେ ପୁଣି ନୂଆ ୭୯ କରୋନା ପଜିଟିଭ୍‌ ଚିହ୍ନଟ। ଏହାକୁ ମିଶାଇ ୧୫୦୦ ପାରି କରିଛି ଆକ୍ରାନ୍ତଙ୍କ ସଂଖ୍ୟା।ଅାଜି ସେହି ୭୯ଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଜଣଙ୍କୁ ମିଶାଇ ଜିଲ୍ଲାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬ ରେ ପହଞ୍ଚିଛି  ଓ ୧୫ ଜଣ କରୋନା ଅାକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ୱେବସାଇଟରୁ ସୂଚନା ମିଳିଛି ।
*IYA NEWS ( VISIT US :- www.iyanews.com ) / ( LIKE US :- www.facebook.com/iya)*
ଅଗ୍ରଣୀ ୱେବ ନ୍ୟୁଜ IYA NEWSର ଖବର ଖୁବଶୀଘ୍ର ପଢିବାକୁ ଏହି ଲିଙ୍କ ଉପରେ କ୍ଲିକ କରି ଜଏନ ହୁଅନ୍ତୁ ।
ବିଦ୍ର : ଯେଉଁ ପାଠକ ପାଠିକା ମାନେ IYA NEWS READER -1 ରେ ଅଛନ୍ତି ସେମାନେ ଜଏନ କରନ୍ତୁ ନାହିଁ ।
https://chat.whatsapp.com/IfiL7zjJYZ3DNtSZGPwzg35

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।