କରୋନା ଯୋଦ୍ଧାଙ୍କ ସମ୍ମାନାର୍ଥେ ଅାଜି ଅପରାହ୍ନରେ ଗାଇବା ବନ୍ଦେ ଉତ୍କଳ ଜନନୀ ।

ଅନୁଗୋଳ(IYA NEWS:30/05/2020)
କରୋନା ଯୋଦ୍ଧାଙ୍କ ସମ୍ମାନାର୍ଥେ ଅାଜି ଅପରାହ୍ନରେ ବନ୍ଦେ ଉତ୍କଳ ଜନନୀ ଗାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ ଦେଇଥିବା ବେଳେ ଏହାକୁ ଅନୁଗୋଳ ଜିଲାବାସୀ ପାଳନ କରିବାକୁ ଜିଲାପାଳ ମନୋଜ କୁମାର ମହାନ୍ତି ଅନୁରୋଧ କରିଛନ୍ତି। ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଜିଲାପାଳ ଏହି ନିବେଦନ କରିବା ସହ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତାଙ୍କ ସହିତ ଆଲୋଚନା କରିଛନ୍ତି।
ଜିଲାପାଳ କହିଛନ୍ତି, ସହରାଞ୍ଚଳର ବସ୍ତି ବାସିନ୍ଦା ଓ ବିଭିନ୍ନ ଆପାର୍ଟମେଣ୍ଟରେ ରହୁଥିବା ଲୋକମାନେ ଶନିବାର ଅପରାହ୍ନ ୫ଟା ୩୦ରେ ବନ୍ଦେ ଉତ୍କଳ ଜନନୀ ସମବେତ ଭାବେ ଗାନ କରିବେ। ଏହି ସମୟରେ ଯାନବାହନ ଚଳାଚଳ ଓ ମୋବାଇଲ ବନ୍ଦ ରହିବ। 
 *IYA NEWS ( VISIT US :- www.iyanews.com ) / ( LIKE US :- www.facebook.com/iya)*
ଅଗ୍ରଣୀ ୱେବ ନ୍ୟୁଜ IYA NEWSର ଖବର ଖୁବଶୀଘ୍ର ପଢିବାକୁ ଏହି ଲିଙ୍କ ଉପରେ କ୍ଲିକ କରି ଜଏନ ହୁଅନ୍ତୁ ।
ବିଦ୍ର : ଯେଉଁ ପାଠକ ପାଠିକା ମାନେ IYA NEWS READER -1 ରେ ଅଛନ୍ତି ସେମାନେ ଜଏନ କରନ୍ତୁ ନାହିଁ ।
https://chat.whatsapp.com/IfiL7zjJYZ3DNtSZGPwzg35

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।