ଜିଲ୍ଲାରେ ରଥଯାତ୍ରା ସଂପୂର୍ଣ୍ଣ ବନ୍ଦ ପାଇଁ ନିର୍ଦ୍ଦେଶନାମା ଜାରିକଲେ ଜିଲ୍ଲାପାଳ ।

ଅନୁଗୋଳ(IYA NEWS:19/06/2020):
ମହାମାରୀ କରୋନା ସଂକ୍ରମଣ ଯୋଗୁଁ ଜନସାଧାରଣଙ୍କ ଜୀବନ ସୁରକ୍ଷା ତଥା ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁପାଳନ ଅାଧାରରେ ଚଳିତ ବର୍ଷ ଅନୁଗୋଳ ଜିଲ୍ଲାର ବିଭିନ୍ନ ଜଗନ୍ନାଥ ମନ୍ଦିରରେ ଅାୟୋଜିତ ହେବାକୁ ଥିବା ରଥଯାତ୍ରା ସଂପୂର୍ଣ୍ଣ ବନ୍ଦ ରଖିବାକୁ ଜିଲ୍ଲାପାଳ ସୂଚନା ଦେଇଛନ୍ତି ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Post a Comment

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।