ଜିଲ୍ଲାରୁ ଜଣେ କରୋନା ପଜିଟିଭ ଚିହ୍ନଟ : ପଜିଟିଭ ସଂଖ୍ୟା ୫୭ରେ ପହଞ୍ଚିଲା ।

ଅନୁଗୋଳ(IYA NEWS:22/06/2020):
ଅନୁଗୋଳ ଜିଲ୍ଲା ଅନ୍ତର୍ଗତ ବଅଁରପାଳ ବ୍ଳକର ଏକ ଅସ୍ଥାୟୀ ସ୍ଵାସ୍ଥ୍ୟ ଶିବିରରୁ ଆଜି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୨୬ ବର୍ଷୀୟ ଏହି ଯୁବକ ଚଳିତ ମାସ ୧୩ତାରିଖରୁ ତାମିଲନାଡୁରୁ ଫେରି ସଙ୍ଗରୋଧରେ ଥିଲେ । ତାଙ୍କର କୌଣସି ଲକ୍ଷଣ ନଥାଇ ନମୁନା ପଜିଟିଭ ଜଣାପଡିବା ପରେ ଆଜି ତାଙ୍କୁ ତାଳଚେର କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ବୋଲି ଜିଲ୍ଲାପାଳ ଶ୍ରୀ ମନୋଜ କୁମାର ମହାନ୍ତି ପ୍ରକାଶ କରିଛନ୍ତି । ଆଜିର ଏହି ୧ ପଜିଟିଭକୁ ମିଶାଇ
ଜିଲ୍ଲାରେ ସମୁଦାୟ ଆକ୍ରାନ୍ତ ସଂଖ୍ୟା ୫୭ରେ ପହଞ୍ଚିଛି । ଇତିମଧ୍ୟରେ ୪୦ ଜଣ ସୁସ୍ଥ ହୋଇଛନ୍ତି ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।