ମହାବିନାୟକ ୟୁଥ କ୍ଲବ ତରଫରୁ ବୀର ସହୀଦଙ୍କୁ ଶ୍ରଦ୍ଧାଞ୍ଜଳି

ଅନୁଗୋଳ (IYA NEWS : ୧୮/୦୬/୨୦୨୦)
ଭାରତ - ଚୀନ ସୀମାନ୍ତ ଗଲୱାନ ଘାଟିରେ ସହୀଦ ହୋଇଥିବା ଭାରତୀୟ ସେନାର ବୀର ଯବାନଙ୍କୁ ମହାବିନାୟକ ୟୁଥ କ୍ଲବ ତରଫରୁ ସମୂହ ଦ୍ବୀପ ଦାନ କରି ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମହାବିନାୟକ ୟୁଥ କ୍ଲବର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।