କରୋନା ପାଇଁ ମୁଖ୍ୟମନ୍ତ୍ରୀ ରିଲଫ ଫଣ୍ଡକୁ ଦାନ କଲେ ଦଳୀୟ କର୍ମୀ।

ଅାଠମଲ୍ଲିକ(IYA NEWS:28/06/2020) :              
କରୋନା ମୁକାବିଲା ପାଇଁ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ଅନୁଗୋଳ ଜିଲ୍ଲା ଅାଠମଲ୍ଲିକ ବ୍ଲକ ଠାକୁରଗଡ ଗ୍ରାମପଞ୍ଚାୟତ ବିଜୁ ଜନତା ଦଳ କର୍ମୀଙ୍କ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି।ଗତକାଲି ଅାଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏଙ୍କ ଜରିଅାରେ ୧୦ହଜାର ‍୧ ଶହ ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ପ୍ରଦାନ କରିଛନ୍ତି।କରୋନା କୁ ମୁକାବିଲା କରିବା ପାଇଁ ହେଲେ ସରକାରଙ୍କ ନିର୍ଦ୍ଦେଶକୁ ମାନି ଚଳିବା । ଘରେ ରହିବା ଓ ନିଜକୁ ସୁରକ୍ଷିତ ରଖିବା ସହ ସାମାଜିକ ଦୂରତା ରକ୍ଷାକରିବାକୁ ବିଧାୟକ ନିବେଦନ କରିଛନ୍ତି ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।