ରାସ୍ତାରେ ବସି ଛତୁ ବିକୁଥିବା ବେଳେ ଚଢିଗଲା ସ୍କୋର୍ପିଓ : ୧ ମୃତ ।

ଅନୁଗୋଳ(IYA NEWS:28/06/2020):
ଅନୁଗୋଳ ୬୩ ନଂ. ରାଜ୍ୟ ରାଜପଥର କଙ୍କରେଇ ନିକଟରେ ଅାଜି ଏକ ସ୍କର୍ପିଓ ଧକ୍କାରେ ଜଣେ ଶିଶୁର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛି। ଏହା ସହ ଗାଡ଼ିର ଡ୍ରାଇଭର ମଧ୍ୟ ଆହତ ହୋଇଛନ୍ତି ।ସୂଚନାମୁତାବକ ଭୁବନେଶ୍ୱରରୁ ଏକ ସ୍କର୍ପିଓ ଦ୍ରୁତଗତିରେ ଛେଣ୍ଡିପଦା ଅଭିମୁଖେ ଆସୁଥିବା ବେଳେ କଙ୍କରେଇ ନିକଟରେ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଛତୁ ବିକୁଥିବା ଦୁଇଶିଶୁଙ୍କ ଉପରେ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ଜଣେ ଶିଶୁର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିଲା। ଏ ନେଇ ଘଟଣାସ୍ଥଳରେ ନିଶା ଶିଳ୍ପାଞ୍ଚଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବା ସହ ତଦନ୍ତ ଅାରମ୍ଭ କରିଛି।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।