କରୋନା ମୁକାବିଲା ପାଇଁ ବିଧାୟକଙ୍କ ଜରିଅାରେ ମୁଖ୍ୟମନ୍ତ୍ରୀ ପ‍ାଣ୍ଠିକୁ ଦାନ ।

ଅାଠମଲ୍ଲିକ(IYA NEWS:17/06/2020) :
ଅନୁଗୋଳ ଜିଲ୍ଲ‍ା ଅାଠମଲ୍ଲିକ ନିର୍ବାଚନ ମଣ୍ଡଳୀ କନକେଇ ଉଚ୍ଚ ବିଦ୍ୟାପୀଠ ପେଡିପଥର ପ୍ରଧାନ ଶିକ୍ଷକ ୫ହଜାର ୫ ଟଙ୍କା ସମ୍ପ୍ରତି କରୋନା ମୁକାବିଲା ପାଇଁ ଗତକାଲି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ବିଧାୟକ ରମେଶ ଚନ୍ଦ୍ର ସାଏଙ୍କ ଜରିଅାରେ ଦାନ କରିଛନ୍ତି ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।