ଅାଜି ଜିଲ୍ଲାରୁ ଜଣେ କରୋନା ଅାକ୍ରାନ୍ତ ଚିହ୍ନଟ : ସମୁଦାୟ ୫୦ ।
ଅନୁଗୋଳ(IYA NEWS:19/06/2020):
ଅନୁଗୋଳ ଜିଲ୍ଲା ଅନ୍ତର୍ଗତ ବଅଁରପାଳ ବ୍ଳକର ଏକ ଅସ୍ଥାୟୀ ସ୍ଵାସ୍ଥ୍ୟ
ଶିବିରରୁ ଆଜି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୨୮ ବର୍ଷୀୟ ଏହି ଯୁବକ ଚଳିତ
ମାସ ୧୩ତାରିଖରୁ ଆନ୍ଧ୍ରପ୍ରଦେଶରୁ ଫେରି ସଙ୍ଗରୋଧରେ ଥିଲେ । ତାଂକର କୌଣସି ଲକ୍ଷଣ
ନଥାଇ ନମୁନା ପଜିଟିଭ ଜଣାପଡିବା ପରେ ଆଜି ତ୍ୟକୁ ତାଳଚେର କୋଭିଡ ହସପିଟାଲକୁ
ସ୍ଥାନାନ୍ତର କରାଯାଇଛି ବୋଲି ଜିଲ୍ଲାପାଳ ଶ୍ରୀ ମନୋଜ କୁମାର ମହାନ୍ତି ପ୍ରକାଶ
କରିଛନ୍ତି । ଆଜିର ଏହି ୧ ପଜିଟିଭକୁ ମିଶାଇ ଜିଲ୍ଲାରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା
୫୦ରେ ପହଞ୍ଚିଛି ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର
Comments
Post a Comment