ଜିଲ୍ଲାରେ ଅାଜି ଜଣେ ପଜେଟିଭ୍ ବେଳେ ୨ ଜଣ ସୁସ୍ଥ ହୋଇଛନ୍ତି ।

ଅନୁଗୋଳ(IYA NEWS:16/06/2020):ଅାଜି ଜିଲ୍ଲାରୁ ସକାଳେ ଜଣେ କରୋନା ଅାକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଅପରାହ୍ନରେ ୨ ଜଣ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୯ରେ ପହଞ୍ଚିଛି। ତେବେ ଏହି ୪୯ ଜଣଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୩୩ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ଆଉ ୧୫ ଜଣ ଏବେ ତାଳଚେରସ୍ଥିତ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଏହା ବ୍ୟତୀତ ପୂର୍ବରୁ ଆକ୍ରାନ୍ତ ହୋଇଥିବା ଜଣେ ଡାକ୍ତରଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି।

ଅାଜି ଜଣେ କରୋନା ଅାକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନାନୁଯାୟୀ ଆକ୍ରାନ୍ତ ଜଣଙ୍କ ଛେଣ୍ଡିପଦା ବ୍ଲକର ଏକ ଅସ୍ଥାୟୀ ଶିବିରରୁ ଚିହ୍ନଟ ହୋଇଥିବା ସୂଚନା ମିଳିଥିବା ବେଳେ ସେ ତାମିଲନାଡୁରୁ ଫେରି ସଙ୍ଗରୋଧରେ ଥିଲେ ।

IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।