ଅବସର ନେଲେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟର ୨ ଜଣ କର୍ମଚାରୀ ।

ଅନୁଗୋଳ(IYA NEWS:30/06/2020):
ଆଜି ଗୋଟିଏ ଦିନରେ ୨ ଜଣ ଚତୁର୍ଥ ଶ୍ରେଣୀ କର୍ମଚାରୀ ସରକାରୀ କାର୍ଯ୍ୟରୁ ଅବସର ନେଇଛନ୍ତି । ଶ୍ରୀ ବ୍ରଜବନ୍ଧୁ ପଲେଇ ୧୯୮୦ ମସିହାରୁ ଓ ଶ୍ରୀ ଗଗନ ଚନ୍ଦ୍ର ବେହେରା ୧୯୯୨ ମସିହାରୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟରେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଭାବେ ଯୋଗଦାନ କରି ନିଜର ଦାୟିତ୍ବ ସୂଚାରୁରୂପେ ସମ୍ପାଦନ କରିଛନ୍ତି । ଆଜି ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ନିମନ୍ତେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଶରତ ଚନ୍ଦ୍ର ସେଠୀ ଓ କାର୍ଯ୍ୟାଳୟର ଅନ୍ୟାନ୍ୟ କର୍ମଚାରୀମାନେ ସେମାନଙ୍କର ଦୀର୍ଘ ନିରାମୟ ଜୀବନ କାମନା କରିଥିଲେ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।