ନବୋଦୟ ବିଦ୍ୟାଳୟର ପ୍ରବେଶିକା ପରୀକ୍ଷାରେ ଆଦିତ୍ୟ ପ୍ରଥମ : ସମ୍ବର୍ଦ୍ଧନା କଲେ ସାସଂଦ ।

ଅନୁଗୋଳ(IYA NEWS:26/06/2020):
ଅନୁଗୋଳ ବ୍ଳକ ଚମ୍ପତିମୁଣ୍ଡା ଜବାହର ନବୋଦୟ ବିଦ୍ୟାଳୟର ପ୍ରବେଶିକା ପରୀକ୍ଷାରେ ଆଦିତ୍ୟ ପ୍ରସାଦ ପ୍ରଧାନ ପ୍ରଥମ ସ୍ଥାନ ହାସଲ କରିଛନ୍ତି ।ଗତକାଲି ତାଙ୍କୁ ଏହି ସଫଳତା ପରେ ତାଙ୍କୁ ପ୍ରଶଂସାର ସୁଅ ଛୁଟୁଛି । ଗୁରୁବାର ଢେଙ୍କାନାଳ ସାଂସଦ ମହେଶ ସାହୁ ସର୍କିଟ ହାଉସ୍ ଠାରେ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ତାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଅନୁଗୋଳ ବ୍ଲକ ବସଲା ଗ୍ରାମର ଅନ୍ତର୍ଯ୍ୟାମୀ ପ୍ରଧାନ ଓ ଅନୁଗୋଳ ବ୍ଲକ ଉପାଧ୍ୟକ୍ଷା ମମତା ପ୍ରଧାନଙ୍କ ପୁଅ ହେଲେ ଆଦିତ୍ୟ। ସେ ପିତା-ମାତାଙ୍କ ସହ ଅନୁଗୋଳ ସହରରେ ରହୁଛନ୍ତି ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।