ଅବକାରୀ ଚଢ଼ାଉ, ୪ ଗିରଫ

ଅାଠମଲ୍ଲିକ(IYA NEWS:20/06/2020)
ଆଠମଲ୍ଲିକ ଅବକାରୀ ବିଭାଗ ପକ୍ଷରୁ ଗତକାଲି ବିଭିନ୍ନ ଗ୍ରାମରେ ଚଢ଼ାଉ କରାଯାଇ ୫୦ ଲିଟର ଦେଶୀ ମଦ ଜବତ ସହ ୪ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ବ୍ୟକ୍ତିମାନେ ହେଲେ ଆଠମଲ୍ଲିକ ଥାନା
ଅନନ୍ତପାଲିର ମୋହନ ବେହେରା,ପୂର୍ଣ୍ଣ ବେହେରା, ସୁରେଶ ସାହୁ,ଶ୍ରୀବତ୍ସ ନାଏକ । ଏମାନେ ବେଆଇନ ଭାବେ ଘରେ ମଦ ବିକ୍ରି କରୁଥିବା ଖବରପାଇ ଆଠମଲ୍ଲିକ ଅବକାରୀ ନିରୀକ୍ଷକ ସୁମତି ତ୍ରିପାଠୀ,ଉପନିରୀକ୍ଷକ ପ୍ରଫୁଲ କୁମାର ପତି ପ୍ରମୁଖ ଚଢ଼ାଉ କରିଥିଲେ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।