ପୋଖରୀରେ ବୁଡି ନାବାଳକ ମୃତ,ମୃତକଙ୍କ ପରିବାରଙ୍କୁ ଭେଟି ସମବେଦନା ଜଣାଇଲେ ବିଧାୟକ ।

ଅନୁଗୋଳ ( IYA NEWS, ୩୧.୦୭.୨୦୨୦ ) :- ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀ କଦଳୀମୁଣ୍ଡା ଗ୍ରାମପଞ୍ଚାୟତ ବୁଡିଅାବାହାଳ ଗ୍ରାମର ଦୁଃଶାସନ ନାୟକଙ୍କ ୫ବର୍ଷର ପୁଅ ବିକାଶ ନାୟକ ଅାଜି ସକାଳ ପ୍ରାୟ ୧୦ଟା ସମୟରେ ଗାଁ ପାଖ ପୋଖରୀକୁ ଗାଧୋଇବାକୁ ଯ‍ାଇଥିବା ସମୟରେ ପାଣିରେ ବୁଡି ମୃତ୍ୟୁବରଣ କରିଥିଲା । ଖବର ପାଇ କିଶୋରନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ମୃତକଙ୍କ ପରିବାରକୁ ସମବେଦନା ଜଣାଇଥିଲେ ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।