ଜିଲ୍ଲାରେ ୨ୟ କରୋନା ମୃତ୍ୟୁ ।

ଅନୁଗୋଳ(IYA NEWS:17/07/2020):
ତାଳଚେର ବ୍ଲକ ଅଂଚଳର ଜଣେ ୬୬ ବର୍ଷ ବୟସ୍କ ପୁରୁଷ କର୍କଟ ରୋଗରେ ଆକ୍ରାନ୍ତ ହୋଇ AIIMS ଭୁବନେଶ୍ବରରେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କର କରୋନା ପଜିଟିଭ ବାହାରିଥିଲା ।ଇତିମଧ୍ୟରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ବୋଲି ଜିଲ୍ଲାପାଳ ଶ୍ରୀ ମନୋଜ କୁମାର ମହାନ୍ତି ପ୍ରକାଶ କରିଛନ୍ତି । ଏହାସହିତ ଜିଲ୍ଲାରେ କରୋନା ଆକ୍ରାନ୍ତ ଜନିତ ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଛି ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।