କରୋନା କୁ ହରାଇ ପ୍ଲାଜମା ଦାନକଲେ ଚିତ୍ତରଂଜନ ।

ଅନୁଗୋଳ(IYA NEWS:22/08/2020):
କରୋନା ମହାମାରୀରେ ଗୁରୁତର ଆକ୍ରାନ୍ତମାନଙ୍କୁ ପ୍ଲାଜମା ଦାନ କରି ସେମାନଙ୍କୁ ଜୀବନ ଦାନ ଦେବା ଉଦ୍ଦେଶ୍ୟରେ ଅାଜି ଅାଠମଲ୍ଲିକ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କିଶୋରନଗର ବ୍ଲକ ଉରୁକୁଳା ଗ୍ରାମପଞ୍ଚାୟତର ୨୫ ବର୍ଷୀୟ ଯୁବକ ଚିତ୍ତରଂଜନ ମାଝି ଭୁବନେଶ୍ୱର କ୍ୟାପିଟାଲ ହସପିଟାଲରେ ପହଞ୍ଚି ଅାଜି ପ୍ଲାଜମା ଦାନ କରିଛନ୍ତି । ପ୍ଲାଜମା ଦାନ ନିମନ୍ତେ କ୍ୟାପିଟାଲ ହସପିଟାଲରେ ପହଞ୍ଚଚିବା ପରେ ରାଜ୍ୟ ବିଜ୍ଞାନ ଓ କାରିଗରୀ,ସାଧାରଣ ଉଦ୍ୟୋଗ,ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ତଥା ଜିଲ୍ଲା ପ୍ଲାଜମା ଥେରାପି ପର୍ଯ୍ୟବେକ୍ଷକ ଅଶୋକ ଚନ୍ଦ୍ର ପଣ୍ଡା ତାଙ୍କୁ ସମ୍ବର୍ଦ୍ଧନା ଜଣାଇଥିଲେ ।ଚିତ୍ତରଂଜନଙ୍କ ଏହି ମହତ୍ ଓ ମାନବିକତା କାର୍ଯ୍ୟ ପାଇଁ ଅାଠମଲ୍ଲିକ ବିଧାୟକ ସାଧୁବାଦ ସହ କୃତଜ୍ଞତା ଜଣାଇଛନ୍ତି ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।