କିଶୋରନଗରରେ ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ।

ଅାଠମଲ୍ଲିକ(IYA NEWS:20/08/2020):
ଅନୁଗୋଳ ଜିଲ୍ଲା ଅାଠମଲ୍ଲିକ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କିଶୋରନଗର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଆଜି ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟ ଅତିଥି ଭାବେ ଅାଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଯୋଗଦେଇ ସ୍ୱାସ୍ଥ୍ୟକେନ୍ଦ୍ରର ସମସ୍ୟା ସମାଧାନ ଏବଂ ଆସୁଥିବା ବାର୍ଷିକ ଅନୁଦାନର ସଠିକ ବିନିଯୋଗ ଓ ଉଚିତ୍ ମାର୍ଗରେ ଖର୍ଚ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆଜିର ଏହି ବୈଠକରେ କିଶୋରନଗର ବ୍ଲକ ଅଧ୍ୟକ୍ଷା, କିଶୋରନଗର ବିଡିଓ ଏବଂ ସ୍ୱାସ୍ଥ୍ୟ ବିଭାଗର ସମସ୍ତ ଅଧିକାରୀ ଉପସ୍ଥିତ ଥିବା ସୂଚନା ମିଳିଛି ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।