ଭିଡିଓ କନଫରେନ୍ସିଂ ମାଧ୍ୟମରେ ମାଇକ୍ରୋ କମ୍ପୋଷ୍ଟିଂ ସେଂଟର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ।

ଆଠମଲ୍ଲିକ(IYA NEWS:01/09/2020):ଆଠମଲ୍ଲିକ ଏନ୍.ଏ.ସି ରେ ସହରବାସୀଙ୍କ ପାଇଁ ନିର୍ମାଣ ହୋଇଥିବା ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍ସିସି)କୁ ସୋମବାର ଅପରାହ୍ନ ରେ ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦ୍ଘାଟନ କରିଛନ୍ତି । ମାଇକ୍ରୋ କମ୍ପୋଷ୍ଟି ସେଣ୍ଟର ନିର୍ମାଣ ହୋଇଥିବା ସ୍ଥାନରେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ଏନ୍ଏସି ନିର୍ବାହୀ ଅଧିକାରୀ କାଦମ୍ବିନୀ ଜେନା ଉପସ୍ଥିତ ଥିଲେ ।

ପ୍ରକାଶଥାଉକି, ମାଇକ୍ରୋ କମ୍ପୋଷ୍ଟି ସେଣ୍ଟରଟି ମୋଟ୍ ୩୮ ଲକ୍ଷ ୮୦ ହଜାର ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହୋଇଛି । ଏନ୍.ଏ.ସିରୁ ପ୍ରତ୍ୟେକ ଦିନ ସଂଗ୍ରହ ବର୍ଜ୍ୟବସ୍ତୁକୁ ରାସାୟନିକ ପଦାର୍ଥ ସହ ମିଶ୍ରଣ କରି ଏଥିରୁ ସାର ପ୍ରସ୍ତୁତ କରାଯିବାର କାର୍ଯ୍ୟକ୍ରମ ରହିଛି ।

IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।