କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଦାନ ।

ଅନୁଗୋଳ(IYA NEWS:22/08/2020):
ଅନୁଗୋଳ ଜିଲ୍ଲ‍ା ଅାଠମଲ୍ଲିକ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନୂଅାଁଗଡ ଗ୍ରାମର ଦୁଇ ଜଣ ଉଦୟମାନ ଯୁବକ ଜିତେନ୍ଦ୍ର ନାୟକ ଓ ଦୟାସାଗର ଭୁକ୍ତା କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଅାଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏଙ୍କ ଜରିଆରେ ୨ହଜାର ଟଙ୍କା ପ୍ରଦାନ କରିଛନ୍ତି। ଏଭଳି ମହାମାରୀ ସମୟରେ ଦୁଇ ଉଦୟମାନ ଯୁବକଙ୍କର ଏପରି ମହାନ କାର୍ଯ୍ୟକୁ ବିଧାୟକ ଧନ୍ୟବାଦ ଜଣାଇଛନ୍ତି ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।