ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ,ଅାଠମଲ୍ଲିକ ବିଧାୟକ ଅାଶୁ ଅାରୋଗ୍ୟ କାମନା କଲେ ।

ଅନୁଗୋଳ(IYA NEWS:13/09/2020):ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବିଧାୟକ ଟ୍ଵିଟ୍ କରି ଏହି ସୂଚନା ଦେଇଛନ୍ତି। ସେ ସୁସ୍ଥ ଥିବା କହିଛନ୍ତି। ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ ନିଜକୁ କରୋନା ଟେଷ୍ଟ କରାଇବା ସହ  ଆଇସୋଲେସନରେ ରହିବା ପାଇଁ କହିଛନ୍ତି।

ଆଜି ଭୁବନେଶ୍ୱରରେ କରୋନା ଟେଷ୍ଟ କରାଇଥିଲେ। ସେଥିରେ ତାଙ୍କର ପଜିଟିଭ ଆସିଛି। ପରେ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି। ଖବର ଜାଣିବା ପରେ ଅାଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏଙ୍କ ବହୁ ଶୁଭେଚ୍ଛୁ ଶୀଘ୍ର ଆସୁ ଆରୋଗ୍ୟ କାମନା କରିଛନ୍ତି।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।