ପାଲଲହଡା ବିଧାୟକ କରୋନା ପଜିଟିଭ ।

ଅନୁଗୋଳ(IYA NEWS:20/09/2020):ଅନୁଗୋଳ ଜିଲ୍ଲା ପାଲଲହଡା ବିଧାୟକ କରୋନା ଆକ୍ରାନ୍ତ ହୋଇଥିବା ଆଜି ଜଣାପଡ଼ିଛି । ପାଲଲହଡ଼ା ବିଧାୟକ ମୁକେଶ ପାଲ ଆଜି କରୋନା ଆକ୍ରାନ୍ତ ହୋଇଥିବା ସୂଚନା ଦେଇଛନ୍ତି । ନିଜ ଫେସବୁକ ଆକାଉଣ୍ଟରେ ସେ ଏ ନେଇ ସୂଚନା ଦେଇଥିବା ବେଳେ ଲକ୍ଷଣ ନଥିବାରୁ ନିଜ ବାସଭବନରେ ସଙ୍ଗରୋଧରେ ଥିବା ଲେଖିଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କୋଭିଡ଼ ପରୀକ୍ଷା କରିବାକୁ ସେ ଅନୁରୋଧ କରିଛନ୍ତି । 

IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।