ମଦ ଜବତ, ଜଣେ ଗିରଫ

ଅାଠମଲ୍ଲିକ(IYA NEWS:01/10/2020):
ବଇଣ୍ଡା ଅବକାରୀ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ସୋଲଣ୍ଡା ଗ୍ରାମରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ଚଢ଼ାଉ ବେଳେ ୧୦ ଲିଟର ମହୁଲି ମଦ ସହ ୨୮ଶହ କିଲୋ ପୋଚ ଜବତ କରାଯାଇଛି ।ଏଥିସହ ଏହି ଚୋରା କାରବାରରେ ସମ୍ପୃକ୍ତ ଜଣେ ମହିଳାଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ହେଲେ ବବିତା ମିର୍ଜା । ତାଙ୍କୁ ଗିରଫ କରଯାଇ କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ସହକାରୀ ଉପନିରୀକ୍ଷକ ସୂଚନା ଦେଇଛନ୍ତି ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।