କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ହାତ ବଢାଇଲେ ଗ୍ରାମବାସୀ ।

ଅାଠମଲ୍ଲିକ(IYA NEWS:13/09/2020):
ଅନୁଗୋଳ ଜିଲ୍ଲା ଅାଠମଲ୍ଲିକ ନିର୍ବାଚନ ମଣ୍ଡଳୀ ବିଲେଇନାଳୀ ଗ୍ରାମପଞ୍ଚାୟତର ଗ୍ରାମବାସୀଙ୍କ ପକ୍ଷରୁ କରୋନା ମୁକାବିଲା ପାଇଁ  ଅାଜି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ଅାଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏଙ୍କ ଜରିଅାରେ ୪ହଜାର ଟଙ୍କା ଦାନ କରିଛନ୍ତି ।ଏହି ଟଙ୍କା ପ୍ରଦାନ ସମୟରେ ବହୁ ଗ୍ରାମବାସୀ ଉପସ୍ଥିତ ଥିଲେ ।ଗ୍ରାମବାସୀ ମାନଙ୍କ ଏଭଳି ଦାନକୁ ବିଧାୟକ ସାଧୁବାଦ ଜଣାଇଛନ୍ତି ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।