ବନ୍ୟାରେ କ୍ଷତିଗ୍ରସ୍ତ ଚାଷ ଜମି ପରିଦର୍ଶନ କଲେ ଅାଠମଲ୍ଲିକ ବିଧାୟକ ।

ଅାଠମଲ୍ଲିକ(IYA NEWS:13/09/2020):
ଅନୁଗୋଳ ଜିଲ୍ଲା ଅାଠମଲ୍ଲିକ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅାଠମଲ୍ଲିକ ବ୍ଲକରେ ଗତ ବନ୍ୟାରେ ବହୁ ଅଞ୍ଚଳ ଜଳମଗ୍ନ ହୋଇଥିଲା ।ଜଳମଗ୍ନରେ ଚାଷୀ ଭାଇ ମାନଙ୍କର ଫସଲ ଉଜୁଡିଯାଇଥିବା ନେଇ ଅାଜି ଜଳମଗ୍ନ ହୋଇଥିବା ଅଞ୍ଚଳର ଚାଷ ଜମି ପରିଦର୍ଶନ କରିବା ସହ କ୍ଷତିଗ୍ରସ୍ତ ଚାଷୀଙ୍କ ସହ ଅାଲୋଚନା କରିଛନ୍ତି ଅାଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ । କ୍ଷତିଗ୍ରସ୍ତ ଚାଷୀ କିଭଳି ସରକାରଙ୍କ ପକ୍ଷରୁ ଖୁବଶୀଘ୍ର ସହାୟତା ପାଇପାରିବେ ସେଥିପାଇଁ ବିଭାଗୀୟ ଅଧିକାରୀଙ୍କୁ ବିଧାୟକ ନିର୍ଦ୍ଦେଶ ଦେଇଛନ୍ତି ବୋଲି ସୂଚନା ମିଳିଛି  ।
IYA NEWS ( Visit Us :- www.iyanews.com ) / ( Like Us : - Indian Youth Association - IYA News ) #ସାଧାରଣ_ଜନତାଙ୍କ_ସ୍ୱର

Comments

Popular posts from this blog

" ନୂଆ ଖାଇ ଭେଟ ଘାଟ " ଇ ବରଷ ଫିକା ପଡିଗଲା ।

ଘରେ ରହି ଫୋନ ମାଧ୍ୟମରେ ଲୋକଙ୍କ ସମସ୍ୟା ସହ ସଚେତନତା କରୁଛି : ବିଧାୟକ ସାଏ ।

ନିଜାମୁଦ୍ଦିନ ସଭାରେ ଅାଠମଲ୍ଲିକରୁ ଏକ ଦମ୍ପତ୍ତି ଯୋଗଦେଇଥିବା ନେଇ ପୋଲିସକୁ ସୂଚନା ।